ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା ମୁରିବାହାଲ ତହସିଲ ବରିଷ୍ଠ କିରାଣୀ ଅସିତ ଯୋଶୀ ଭିଜିଲାନ୍ସ ଜାଲରେ ପଡିଛନ୍ତି । ଜମି ପଟ୍ଟା କରାଇଦେବାକୁ ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଖବର ଅନୁଯାୟୀ. ମୁରିବାହାଲ୍ ତହସିଲର ବରିଷ୍ଠ କିରାଣୀ ଅସିତ୍ ଯୋଶୀ ସହାଜପାଣି ଗାଁର ଥବିର ସାହୁଙ୍କଠାରୁ ଲାଞ୍ଚ ନେଉଥିଲେ । ଜମି ପଟ୍ଟା କରାଇଦେବାକୁ ୨୮ଶହ ଟଙ୍କା ଲାଞ୍ଚି ନେଉଥିବା ବେଳେ ଧରିଛି ଭିଜିଲାନ୍ସ । ସେହିପରି ବଲାଙ୍ଗୀର ଓ ବରଗଡ଼ରେ ମଧ୍ୟ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରହିଛି ।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0