ମାର୍ଶାଘାଇ : ୫ ନମ୍ବର ଜାତୀୟ ପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ପିକଅପ୍ ଭ୍ୟାନ ଦୁର୍ଘଟଣାରେ ୩ ଜଣ ଗୁରୁତର। ଗୁରୁତରମାନଙ୍କୁ ପ୍ରଥମେ ମର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କାଟାପନ୍ନ ହେବାରୁ କେନ୍ଦ୍ରାପଡା ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ସ୍ଥାନୀୟ ଲୋକଙ୍କ ଭିଡ ଲାଗିଛି। ଯାହାଫଳରେ ଯାତାୟତାରେ ବାଧାପ୍ରାପ୍ତ ହୋଇଛି। ବର୍ତ୍ତମାନ ସୁଦ୍ଧା ଗୁରୁତରଙ୍କ ପରିଚୟ ମିଳି ପାରି ନାହିଁ।



Visitors Today : 1
Total Visitors : 130303
Total Views : 9891806
Visitors Online Now : 0