spot_img

ଟ୍ରକ ଧକ୍କାରେ ମାଆ ଝିଅ ମୃତ

ଭବାନୀପାଟଣା: ମାଆ-ଝିଅ ଦୁଇଜଣ ସ୍କୁଟିରେ ଯାଉଥିବା ବେଳେ ଟ୍ରକ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଭବାନୀପାଟଣା-ଜୁନାଗଡ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ବର୍ତ୍ତମାନ ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ରୁଣ୍ଡ ହୋଇଛନ୍ତି। ଏପରି କି ଚାପା ଉତ୍ତେଜନା ମଧ୍ୟ ଦେଖିବାକୁ ମିଳିଛି। ଏ ପର୍ଯ୍ୟନ୍ତ ମୃତ ୨ଜଣଙ୍କ ପରିଚୟ ମିଳି ପାରି ନାହିଁ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular