ପୁରୀ: ପୁରୀ ଜିଲ୍ଲାରୁ ପୁଣି ବ୍ରାଉନସୁଗାର ଜବତ କଲା ଅବକାରୀ ବିଭାଗ । ପିପିଲି ହରିପୁର ଗାଁର ପୂର୍ଣ୍ଣଚନ୍ଦ୍ର ସାହୁଙ୍କଠାରୁ ୩୦ ଗ୍ରାମ ଓ ଡେଲାଙ୍ଗ ଥାନା ସେବକ ସାହି ପାଟଣାର ରାମଚନ୍ଦ୍ର ବେହେରାଙ୍କଠାରୁ ୮୦ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଜବତ ବ୍ରାଉନସୁଗାରର ଆନୁମାନିକ ବଜାର ଦର ୧୧ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି । ଉଭୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ପୁରୀ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ଅଧୀକ୍ଷକ ଅମରେନ୍ଦ୍ର ଜେନାଙ୍କ ତତ୍ତ୍ବାବଧାନରେ ଶନିବାର ସକାଳୁ ଅବକାରୀ ଟିମ ଚଢ଼ାଉ କରିଥିଲେ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0