spot_img

ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର ରାଜ୍ୟରେ ୧୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ସୋମବାର ସରକାରଙ୍କ ତରଫରୁ ଦିଆଯାଇଥିବା ସୂଚନା ଅନୁସାରେ ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୦୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣଙ୍କ ସୁନ୍ଦରଗଡ  ଜିଲ୍ଲାର ୪୭ ବର୍ଷୀୟ ବ୍ୟକ୍ତି ବୋଲି ଜଣାପଡିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular