spot_img

ପିପିଲି ଉପନିର୍ବାଚନ ନେଇ ଶୀଘ୍ର ହେବ ତାରିଖ

ପିପିଲି: ଖୁବ ଶୀଘ୍ର ପିପିଲି ଉପନିର୍ବାଚନ ନେଇ ତାରିଖ ଘୋଷଣା ହେବ । ରାଜ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଏହି ସୂଚନା ଦେଇଛନ୍ତି । କୋଭିଡ ଗାଇଡଲାଇନ ଅନୁସାରେ ପିପିଲି ଉପନିର୍ଵାଚନ ହେବ। ପ୍ରତି ବୁଥରେ ୧୦୦୦ ଜଣ ଭୋଟର ଭୋଟ ଦେବେ । ସେଥିପାଇଁ ଅଧିକ ବୁଥ କରାଯାଇଛି । ଏନେଇ ନିର୍ବାଚନ କମିଶନ ଅନୁମତି ମଧ୍ୟ ଦେଇ ସାରିଛନ୍ତି। ଖୁବ ଶୀଘ୍ର ନିର୍ବାଚନ କମିଶନ ଉପନିର୍ବାଚନ ତାରିଖ ଘୋଷଣା କରିବେ ବୋଲି ରାଜ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular