ଭୁବନେଶ୍ୱର : ଆଜି ଦେଶ ପାଳୁଛି ୭୨ ତମ ଗଣତନ୍ତ୍ର ଦିବସ । ରାଜ୍ୟରେ ମଧ୍ୟ ସାଧାରଣତନ୍ତ୍ର ଦିବସ ପାଳନ ନେଇ ପ୍ରସ୍ତୁତି ସରିଛି । ଭୁବନେଶ୍ବର ଗାନ୍ଧୀମାର୍ଗରେ ରାଜ୍ଯସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି । ମାନ୍ୟବର ରାଜ୍ୟପାଳ ଜାତୀୟ ପତାକା ଉତ୍ତୋଳନ କରିQ«ò।ତେବେ କୋଭିଡ କଟକଣା ପାଇଁ ଦର୍ଶକଙ୍କୁ ପରେଡ୍ ସ୍ଥଳକୁ ମନା। ସକାଳ ୬.୩୦ରୁ ଦିନ୯ଟା ପର୍ଯ୍ୟନ୍ତ ଲୋୟର ପିଏମ୍ ଜିରେ ୧୪୪ ଧାରା ଜାରି କରାଯାଇଛି ।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0