ନୂଆଦିଲ୍ଲୀ: ବ୍ରିଟେନରେ କରୋନାକୁ ନିୟନ୍ତ୍ରଣ କରୁଛି ଭାରତୀୟ ନିର୍ମିତ କୋଭାକ୍ସିନ ଟିକା । ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ କରିଥିବା ସର୍ଭେରୁ ଏହା ସ୍ପଷ୍ଟ ହୋଇଛି । କୋଭାକ୍ସିନ ଟିକା ନେଇଥିବା ବ୍ୟକ୍ତିଙ୍କ ଉପରେ ଗବେଷଣା ପରେ ଏହି ତଥ୍ୟ ଦେଇଛି ଆଇସିଏମଆର । ତେବେ ଏହି ଗବେଷଣାରୁ ଜଣାପଡିଛି କୋଭାକ୍ସିନ ନେଇଥିବା ବ୍ୟକ୍ତିଙ୍କ ଶରୀରରେ ବିକଶିତ ହେଉଥିବା ଆଂଟି ବଡି ବ୍ରିଟେନ ଷ୍ଟ୍ରେନକୁ ରୋକିବାରେ ସମର୍ଥ ହେଉଛି ।



Visitors Today : 2
Total Visitors : 130168
Total Views : 9891614
Visitors Online Now : 0