ନୂଆଦିଲ୍ଲୀ: ଆମ ଆଦମୀ ପାର୍ଟିର ରାଷ୍ଟ୍ରୀୟ ପରିଷଦ ବୈଠକରେ ଏକ ବଡ ନିଷ୍ପତି ନେଇଛନ୍ତି ଦଳର ମୁଖ୍ୟ ଅରବିନ୍ଦ କେଜ୍ରିୱାଲ । ଏହି ବୈଠକରେ ଅରବିନ୍ଦ କେଜ୍ରିୱାଲ କହିଛନ୍ତି ଆଗାମୀ ବର୍ଷ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ ସମେତ ୬ ରାଜ୍ୟରେ ତାଙ୍କ ଦଳ ନିର୍ବାଚନ ଲଢିବ । ସେ ସ୍ପଷ୍ଟ କରିଛନ୍ତି ଏଏପି ଆଗାମୀ ବର୍ଷ ମଧ୍ୟରେ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଗୋଆ, ପଞ୍ଜାବ, ହିମାଚଳ ପ୍ରଦେଶ ଓ ଗୁଜୁରାଟରେ ନିର୍ବାଚନ ଲଢିବା ଲାଗି ପ୍ରସ୍ତୁତ ହେଉଛି ।



Visitors Today : 2
Total Visitors : 130168
Total Views : 9891614
Visitors Online Now : 1