spot_img

ଗଞ୍ଜେଇ ଭର୍ତ୍ତି ପିକଅପ୍ ଭ୍ୟାନ୍ ଜବତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଗୋଡିପଡା ଟୋଲ ଗେଟ ନିକଟରେ ଏକ ଗଞ୍ଜେଇ ଭର୍ତ୍ତି ପିକଅପ ଭ୍ୟାନ ଜବତ ହୋଇଛି । ଘଟଣାସ୍ଥଳରେ ଗାଡି ଛାଡି ଫେରାର ହୋଇଗଲେ ଡ୍ରାଇଭର । ପିକଅପ ଭ୍ୟାନ ଜବତ କରି ତଦନ୍ତ ଜାରି ରଖିଛି ଜଙ୍କିଆ ପୋଲିସ । ୭୦ କେଜି ଗଞ୍ଜେଇ ଜବତ ହୋଇଥିବାବେଳେ ଏହାର ଆନୁମାନିକ ମୂଲ୍ୟ ୫ ଲକ୍ଷ ୬୦ ହଜାର ଟଙ୍କା ହେବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular