spot_img

ଫେବୃୟାରୀ ୧୮ରେ ଆରମ୍ଭ ହେବାକୁ ଯାଉଛି ରାଜ୍ୟ ବଜେଟ ଅଧିବେଶନ

ଭୁବନେଶ୍ୱର:  ଫେବୃୟାରୀ ୧୮ ଆରମ୍ଭ ହେବାକୁ ଯାଉଛି ବଜେଟ ଅଧିବେଶନ ବିଧାନସଭାରେ ଫେବୃୟାରୀ ୧୮ ରୁ ଏପ୍ରିଲ ପର୍ଯ୍ୟନ୍ତ ଚାଲିବ ବଜେଟ ଅଧିବେଶନ ରାଜ୍ୟପାଳଙ୍କ ଅଭିଭାଷଣରୁ ଚଳିତବର୍ଷର ବଜେଟ ଅଧବେଶନ ଆରମ୍ଭ ହୋଇ ୨୨ ତାରିଖରେ ଗୃହରେ ଉପସ୍ଥାପନା ହେବ ରାଜ୍ୟ ବଜେଟ

ଚଳିତବର୍ଷ ଦୁଇଟି ପର୍ଯ୍ୟାୟରେ ବଜେଟ ଆସିବାକୁ ଥିବାବେଳେ ମାର୍ଚ୍ଚ ୧ରୁ ୧୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଅଧିବେଶନ ଫେବୃୟାରୀ ୧୮ରୁ ବଜେଟ ଅଧିବେଶନ ଆରମ୍ଭ ହୋଇ ମାର୍ଚ୍ଚ ମାସ ପର୍ଯ୍ୟନ୍ତ ଚାଲୁ ରହିବ ସେହିପରି ମାର୍ଚ୍ଚ ୩୧ ତାରିଖରେ ବିଧାନସଭାରେ ରାଜ୍ୟର ବ୍ୟୟ ମଞ୍ଜୁର ବିଲ ଆଗତ ହେବ

LEAVE A REPLY

Please enter your comment!
Please enter your name here

- Advertisment -

Most Popular