ଚେନ୍ନାଇ: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ୫୦ ପ୍ରତିଶତ ଦର୍ଶକଙ୍କୁ ମିଳିବ ଅନୁମତି । ତେବେ ଏହା ଉଭୟ ଭାରତୀୟ କ୍ରିକେଟ ବୋର୍ଡ ଓ ତାମିଲନାଡୁ କ୍ରିକେଟ ଆସୋସିଏଶନ ମଧ୍ୟରେ ଆଲୋଚନା ପରେ ନିଷ୍ପତ୍ତି ନିଆଯାଇଛି । ଏହା ସହ ରାଜ୍ୟ ସରକାରଙ୍କ କ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓ ମଧ୍ୟ ଜାରି କରାଯାଇଛି । ଅନ୍ୟପଟେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଏମ.ଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯିବ । ତେବେ ଏହି ଷ୍ଟାଡିୟମର ଦର୍ଶକ କ୍ଷମତା ୫୦,୦୦୦ ରହିଛି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0