ବାଲେଶ୍ୱର: ଶ୍ରମିକ ବୋଝେଇ ଅଟୋ ଦୁର୍ଘଟଣା ଗ୍ରସ୍ତ । ଫଳରେ ୧୦ ଜଣ ଗୁରୁତର ହୋଇଛନ୍ତି । ବାଲେଶ୍ୱରର ଜଳେଶ୍ୱର- ଚନ୍ଦନେଶ୍ୱର ମୁଖ୍ୟ ରାସ୍ତାରେ ଘଟିଛି ଏହି ଦୁର୍ଘଟଣା । ଏକ ଟ୍ରକ ଓ ଅଟୋ ମୁହାଁମୁହିଁ ଧକ୍କା ହେବା ଫଳରେ ୧୦ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତର ମାନଙ୍କୁ ଜଳେଶ୍ୱର ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ତେବେ ସେମାନଙ୍କ ମଧ୍ୟରୁ ୫ଜଣଙ୍କ ଅବସ୍ଥା ଅଧିକ ଗୁରୁତର ହେବାରୁ ବାାଲେଶ୍ୱର ମୁଖ୍ୟ ଚିକିସôାଳୟକୁ ସ୍ଥାନାନ୍ତର କରାଯାଇଛି । ଆଟୋରେ ଥିବା ଶ୍ରମିକ ମାନେ ମୟୁରଭଞ୍ଜ ଅଞ୍ଚଳରୁ ଭୋଗରାଇ ନଚିନ୍ଦା ଗାଁରୁ କାମ ସାରି ଫେରୁଥିବା ସମୟରେ ଏହି ଦୁର୍ଘଟଣାର ଶିକାର ହୋଇଛନ୍ତି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0