spot_img

ବ୍ରହ୍ମପୁର ଏସଡିଜେଏମ କୋର୍ଟରେ ହାଜର ହେଲେ ପାଠକ ବାପ-ପୁଅ

ବ୍ରହ୍ମପୁର ନିଲମ୍ବିତ ଆଇଏଫଏସ୍ ଅଫିସର ଅଭୟ ପାଠକ ଓ ପୁଅ ଆକାଶ ପାଠକଙ୍କୁ ଭୁବନେଶ୍ବର ଝାରପଡ଼ା ଜେଲରୁ ନେଇ ବ୍ରହ୍ମପୁର ଏସଡିଜେଏମ କୋର୍ଟରେ ହାଜର କରିଛି ପୋଲିସ । ଉଭୟଙ୍କ ନାଁରେ ଗୋଳନ୍ଥରା ଥାନାରେ ୩ଟି ମାମଲା ରହିଛି । ଗୋଳନ୍ଥରା ଥାନାରେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଲାଗିଥିବା ମାମଲାରେ ପାଠକ ବାପ-ପୁଅଙ୍କୁ ସଂଶ୍ଲିଷ୍ଟ କରିଛି ପୋଲିସ୍ । ଏହି ମାମଲାରେ ଉଭୟଙ୍କୁ ବ୍ରହ୍ମପୁର ଏସଡିଜେଏମ କୋର୍ଟରେ ହାଜର କରାଯାଇଛି । ପୂର୍ବରୁ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଏସଡିଜେଏମ କୋର୍ଟରେ ହାଜର ହୋଇଥିଲେ ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular