spot_img

ଅନୁଗୁଳରେ ଶ୍ୱାସରୁଦ୍ଧ ହୋଇ ବୃଦ୍ଧ ଦମ୍ପତିଙ୍କ ମୃତ୍ୟୁ

ଅନୁଗୁଳ : ଅନୁଗୁଳ ଜିଲ୍ଲାର ବିକ୍ରମପୁର ଥାନା ସାନ ଜରଡ଼ା ଗ୍ରାମରେ ଗତକାଲି ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ଏଠାରେ ଘରେ ଶୋଇଥିବା ବେଳେ ଶ୍ୱାସ ରୁଦ୍ଧ ହୋଇ ବୃଦ୍ଧ ଦମ୍ପତିଙ୍କର ମୃତ୍ୟୁ ହୋଇଛି । ସେମାନେ ହେଲେ, ଦୁଖବନ୍ଧୁ ସାହୁ ଏବଂ ପଂଚାଳି ସାହୁ । ଗତକାଲି ରାତିରେ ଶୋଇଥିଲେ । ଆଜି ସକାଳୁ ଦେଖିଲା ବେଳକୁ ଘର ଭିତରେ ଉଭୟ ମରି ଶୋଇଥିଲେ । ମୃତ୍ୟୁର କାରଣ ଯଦିଓ ସ୍ପଷ୍ଟ ହୋଇନାହିଁ, ତେବେ ଶ୍ୱାସରୁଦ୍ଧ ହୋଇ ସେମାନଙ୍କର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular