spot_img

କେନ୍ଦୁଝରରେ ପେଟ୍ରୋଲ ଓ ଡିଜେଲ ଦରବୃଦ୍ଧି ପ୍ରତିବାଦରେ ଓଡିଶା ବନ୍ଦ ଡାକରା

କେନ୍ଦୁଝର: ପେଟ୍ରୋଲ ଓ ଡିଜେଲ ଦରବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ ଡାକରା । ଗତକାଲି କେନ୍ଦୁଝରରେ ସକାଳ ୭ଟାରୁ ୧ଟା ପର୍ଯ୍ୟନ୍ତ ପ୍ରାୟ ୬ଘଣ୍ଟା ଧରି ଓଡିଶା ବନ୍ଦ ପାଳନ ହୋଇଥିଲା । ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ସମସ୍ତ ଶିକ୍ଷାନୁଷ୍ଠାନ, ଏବଂ ବୈଷୟିକ ଶିକ୍ଷାନୁଷ୍ଠାନକୁ ବନ୍ଦ ରଖିବାକୁ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିଲା । ଏହି ସମୟରେ ଜରୁରୀକାଳୀନ ସେବାକୁ ବାଦ୍ ଦିଆଯାଇଥିଲା । ବନ୍ଦ ସମୟରେ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular