ନୂଆଦିଲ୍ଲୀ : ମଧ୍ୟ ପ୍ରଦେଶ ସିଧିରେ ବସ ଦୁର୍ଘଟଣାରେ ୪୧ଜଣ ପ୍ରାଣ ହରାଇଛନ୍ତି।। ପ୍ରଧାନମନ୍ତ୍ରୀ ମୋଦି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ଦୁର୍ଘଟଣାକୁ ନେଇ ଶୋକ ପ୍ରକାଶ କରି ମୋଦି କହିଛନ୍ତି ଯେ ଏହା ଏକ ଭୟାବହ ଦୁର୍ଘଟଣା ଥିଲା | ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି।ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଓ ଆହତଙ୍କୁ ୫୦ ହଜାର ଲେଖାଏଁ ଦେବାକୁ ଘୋଷଣା କରିଛନ୍ତି। ମଧ୍ୟ ପ୍ରଦେଶ ସରକାର ଶିବରାଜ ସିଂହ ଚୌହାନ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଦେବାକୁ ଘୋଷଣା କରିଛନ୍ତି। ଏବେ ସୁଦ୍ଧା ଉଦାହାରକାର୍ଯ୍ୟ ଜାରି ରହିଛି।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0