ଭୁବନେଶ୍ୱର: ଏଥର ଅନଲାଇନରେ ମିଳିବ ମାଟ୍ରିକ ସାର୍ଟିଫିକେଟ । ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ଏନେଇ ଟୁଇଟ କରି ସୂଚନା ଦିଆଯାଇଛି । ସାର୍ଟିଫିକେଟ ସହ ସମସ୍ତ ଦସ୍ତାବିଜ ହାଇସ୍କୁଲ ପିଲାଙ୍କୁ ଅନଲାଇନରେ ମିଳିବ । ଛାତ୍ରଛାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଗଣଶିକ୍ଷା ବିଭାଗ ଓ ଓକାକର ମିଳିତ ପ୍ରୟାସରେ ହାଇସ୍କୁଲଙ୍କୁ ପିଲାଙ୍କୁ ସାର୍ଟିଫିକେଟ ଅନଲାଇନରେ ମିଳିବ।



Visitors Today : 0
Total Visitors : 130181
Total Views : 9891632
Visitors Online Now : 0