ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ସିରିଜ୍ ଦୁର୍ଘଟଣା। ସିଆରପି ଓଭରବ୍ରିଜ୍ ଉପରେ କାରର ସିରିଜ୍ ଦୁର୍ଘଟଣା ଘଟିଛି। ନିଶାସକ୍ତ ଅବସ୍ଥାରେ ୪ଟି କାରକୁ ପିଟିଲେ ୨ଯୁବକ। ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟି ଚାଲିଥିଲେ। ଯାହାଫଳରେ ୪ଟି ଯାକ କାର କ୍ଷତିଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଗାଡ଼ି ଗୁଡ଼ିକ ନଷ୍ଟ ହୋଇଯାଇଛି। ତେବେ ଦୁର୍ଘଟଣା କରିଥିବା ୨ ଜଣ ଯୁବକଙ୍କୁ ପୋଲିସ ଅଟକ ରଖିଛି।



Visitors Today : 0
Total Visitors : 130302
Total Views : 9891805
Visitors Online Now : 0