ବ୍ରହ୍ମପୁର: ବ୍ରହ୍ମପୁର ସ୍ଥିତ ଖୋଡାସିଙ୍ଗିରେ ଥିବା ଏକ ଶୋରୁମ ରୁ ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ଅଭିଯୋଗ ପାଇବା ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବ୍ରହ୍ମପୁର ସ୍ଥିତ ଖୋଡାସିଙ୍ଗିରେ ଥିବା ବାଜାଜ୍ ଶୋ’ରୁମରୁ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ । ଏ ନେଇ ଶୋରୁମ୍ ମାଲିକ ଥାନାରେ ଅଭିଯୋଗ କରିଛନ୍ତି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସାଇଣ୍ଟିଫିକ୍ ଟିମ୍ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି ।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0