ଫୁଲବାଣୀ: ୨ ଦିନିଆ କନ୍ଧମାଳ ଗସ୍ତରେ ଶିଶୁ ସୁରକ୍ଷା ଅଧିକାର ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ। କୌଣସି ପରିସ୍ଥିତିରେ ଶିଶୁମାନଙ୍କ ପ୍ରତି ନିର୍ୟାତନା କିମ୍ବା ଅବହେଳା ବରଦାସ୍ତ କରାଯିବ ନାହିଁ। ଏମିତି କିଛି ଅଭିଯୋଗ ସାମ୍ନାକୁ ଆସିଲେ, ତୁରନ୍ତ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ଶିଶୁ ସୁରକ୍ଷା ଅଧ୍ୟକ୍ଷା ସନ୍ଧ୍ୟାବତୀ କହିଛନ୍ତି। ୨ ଦିନ ଧରି କନ୍ଧମାଳର ଜିଲ୍ଲାର ବିଭିନ୍ନ ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରିବେ ଶିଶୁ ସୁରକ୍ଷା ଅଧିକାର ଅଧ୍ୟକ୍ଷା। ଅଙ୍ଗନଓ୍ବାଡି କେନ୍ଦ୍ରର ଉନ୍ନତିକରଣ ନିମନ୍ତେ ତଦାରଖ କରିବେ ସନ୍ଧ୍ୟାବତୀ।



Visitors Today : 1
Total Visitors : 130303
Total Views : 9891806
Visitors Online Now : 0