ଭୁବନେଶ୍ୱର: ଆନ୍ଦୋଳନରତ ଏଏନ୍ଏମ୍ ପ୍ରସଙ୍ଗରେ ଗୃହରେ ବିବୃତ୍ତି ରଖିଲେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ। ରାଜ୍ୟରେ ୧୦୯୯ ଖାଲି ଥିବା ଏଏନ୍ଏମ୍ ପଦବୀରେ ନିଯୁକ୍ତ ଦିଆଯିବ। ଯୋଗ୍ୟତାଭିତ୍ତିରେ ଏହି ନିଯୁକ୍ତ ଦିଆଯିବ। କୋଭିଡ୍ ସମୟରେ କାର୍ୟ୍ୟ କରିଥିବା ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ପ୍ରାଥମିକତା ଦିଆଯିବ। କୋଭିଡ୍ ସମୟରେ ଏଏନ୍ଏମ୍ଙ୍କୁ ସର୍ତ୍ତ ମୂଳକ ନିଯୁକ୍ତି ଦିଆଯାଇଥିଲା। ୧୦୯୯ ଖାଲି ପଡିଥିବା ପଦବୀରେ ଏଏନ୍ଏମ୍ଙ୍କୁ ନିଯୁକ୍ତି ଦିଆଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ନିଜ ବିବୃତ୍ତିରେ କହିଛନ୍ତି।



Visitors Today : 1
Total Visitors : 130423
Total Views : 9891953
Visitors Online Now : 0