spot_img

ମାର୍ଚ୍ଚ ୩୧ ଯାଏ ବିଦେଶକୁ ଉଡ଼ିବନି ବିମାନ

ନୂଆଦିଲ୍ଲୀ: କରୋନା ପାଇଁ ଅନ୍ତର୍ଜାତୀୟ ବିମାନ ସେବା ଉପରେ ଲାଗିଥିବା କଟକଣାକୁ ୩୧ ମାର୍ଚ୍ଚ ଯାଏ ବୃଦ୍ଧି କରାଯାଇଛି। ଏହାର ଅର୍ଥ ଆସନ୍ତା ୩୧ ଯାଏ ଭାରତରୁ କୌଣସି ଅନ୍ତର୍ଜାତୀୟ ବିମାନ ସେବା ଉପଲବ୍ଧ ହେବନାହିଁ। ଏ ସମ୍ପର୍କରେ ଡିଜିସିଏ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।ବିଜ୍ଞପ୍ତିରେ କୁହାଯାଇଛି ଯେ ପୂର୍ବରୁ କରୋନା ପାଇଁ ଅନ୍ତର୍ଜାତୀୟ ବିମାନ ସେବା ଉପରେ ଲାଗିଥିବା କଟକଣାକୁ ବୃଦ୍ଧି କରାଯାଇଛି। ମାର୍ଚ୍ଚ ୩୧ ରାତି ୨୩ଟା୫୯ ଯାଏ ଏହି କଟକଣା ଜାରି ରହିବ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular