spot_img

ପରୀକ୍ଷାରେ କୃତକାର୍ଯ୍ୟ ହୋଇ ଅଞ୍ଚଳବାସୀଙ୍କ ପାଇଁ ଗୌରବ ଆଣିଲେ ସ୍ମୃତି

ବ୍ରହ୍ମପୁର: ବୃତ୍ତି ପରୀକ୍ଷାରେ ଦ୍ୱିତୀୟ ସ୍ଥାନ ଅଧିକାର କରି ଅଞ୍ଚଳବାସୀଙ୍କ ପାଇଁ ଗୌରବ ଆଣିଲେ ସ୍ମୃତି । କୁକୁଡାଖଣ୍ଡି ବ୍ଲକ ଅନ୍ତର୍ଗତ ନିମଖଣ୍ଡି ପ୍ରାଥମିକ ବିଦ୍ୟାଳୟରେ ଅଧ୍ୟୟନ କରନ୍ତି ପଞ୍ଚମ ଶ୍ରେଣୀ ଛାତ୍ରୀ ସୁରସୀ ସ୍ମୃତି ସୁଦ୍ଧା । ଚଳିତ ବର୍ଷ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାରେ ଦ୍ୱିତୀୟ ସ୍ଥାନ ଅଧିକାର କରି ଅଞ୍ଚଳବାସୀଙ୍କ ପାଇଁ ଗୌରବ ଆଣିଛନ୍ତି । ତାଙ୍କ ସଫଳତା ପଛରେ ଶିକ୍ଷକ , ଶିକ୍ଷୟତ୍ରୀ ଏବଂ ପରିବାର ବର୍ଗ ରହିଥିବାରୁ ଏହା ସମ୍ଭବ ହୋଇଥିବା ସେ କହିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular