ଭିଡିଓ କନ୍ଫରେନ୍ସିଙ୍ଗ୍ ଜରିଆରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନ ଔଷଧି କେନ୍ଦ୍ର’ର ଉଦ୍ଘାଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗ ଦେଇଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଟଙ୍କା ପାଇଁ ସାଧାରଣ ଲୋକେ ଯେଭଳି ଔଷଧ କିଣିବା ବେଳେ ଅସୁବିଧାରେ ନ ପଡନ୍ତି ସେଥିପାଇଁ ସରକାର ଏହି ଯୋଜନା କରିଛନ୍ତି। ଏହାସହ ଏହି ଯୋଜନାରେ ଲୋକମାନଙ୍କୁ ସେବା ଯୋଗାଉଥିବା କର୍ମଚାରୀ ମାନଙ୍କୁ ବି ଧନ୍ୟବାଦ ଦେଇଛନ୍ତି। ମେକ୍ ଇଣ୍ଡିଆ ଭ୍ୟାକସିନ ଦେଶର ଲୋକମାନଙ୍କ ସହ ଅନ୍ୟ ଦେଶର ଲୋକମାନଙ୍କୁ ବି କରୋନା ଭଳି ମହାମାରୀରୁ ରକ୍ଷା କରୁଛି। ଏହାସହ ବିଶ୍ୱର ଅନ୍ୟ ଦେଶ ମାନେ ପ୍ରସ୍ତୁତ କରିଥିବା ଟିକା ଠାରୁ ଭାରତୀୟ ଟିକା ବହୁତ୍ କମ୍ ଦାମରେ ଯୋଗାଇ ଦିଆଯାଉଥିବା। ଉପସ୍ଥିତ ଲୋକମାନଙ୍କୁ ସମ୍ବୋଧିତ କରି ସେ କହିଛନ୍ତି କି ସାରା ଦେଶର ଲୋକେ ମୋ ପରିବାର। ତେଣୁୁ ମୋ ପରିବାରର କେହି ଲୋକ ରୋଗରେ ପଡିବା ମୋ ପରିବାରର ଲୋକେ ରୋଗରେ ପଡିବା ସହ ସମାନ। ତେଣୁ ଅପାଣମାନଙ୍କୁ କିଭଳି ଶସ୍ତାରେ ଚିକିତ୍ସା ଠାରୁ ଆରମ୍ଭ କରି ଔଷଧ ପର୍ଯ୍ୟନ୍ତ ଯୋଗାଇ ଦିଆଯିବ ତାହା ଉପରେ ଆମ ସରକାର ଧ୍ୟାନ ଦେଉଛନ୍ତି।



Visitors Today : 0
Total Visitors : 130430
Total Views : 9891961
Visitors Online Now : 0