spot_img

ଲୁଧିଆନା ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଦିନକୁ ଦିନ ପଞ୍ଜାବରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଯେଉଁଥିପାଇଁ ବ୍ୟାଙ୍କ କର୍ମଚାରୀ ଓ ବେସରକାରୀ ସଂଗଠନ ଏବଂ ଖାଦ୍ୟ ଶସ୍ୟ ସମିତି କର୍ମଚାରୀଙ୍କୁ କରୋନା ଟିକା ଦିଆଯିବ । ଖାଲି ସେତିକି ନୁହଁ ବିଚାରପତି ,ଆଇନଜୀବ.ଶିକ୍ଷକ ଏବଂ ଗଣମାଧ୍ୟମ ପ୍ରତିନିଧିଙ୍କୁ ବି କରୋନା ଟିକା ଦିଆଯିବ । ସଂକ୍ରମଣକୁ ଦୃଷ୍ଟିରେ ରଖି ଲୁଧିଆନା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । କେନ୍ଦ୍ର ସରକାରଙ୍କ ପକ୍ଷରୁ ଏସବୁ କ୍ଷେତ୍ରରେ କାମ କରୁଥିବା କର୍ମଚାରୀଙ୍କୁ ଟିକାକରଣରେ ପ୍ରାଥମିକତା ଦିଆଯାଉନଥିବା ବେଳେ ଲୁଧିଆନା ପ୍ରଶାସନ ଏପରି ନିଷ୍ପତ୍ତି ନେଇଛି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular