spot_img

ଆମେରିକାରେ ଆଖିବୁଜା ଗୁଳିମାଡ଼,୮ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଆମେରିକାରେ ଆଖିବୁଜା ଗୁଳିମାଡ଼। ଆମେରିକାର ଆଟଲାଣ୍ଟାରେ ଭୟାନକ ଗୁଳିମାଡ଼ ହୋଇଛି। ଅଟଲାଣ୍ଟା ସ୍ଥିତ ଜର୍ଜିଆର ୩ଟି ସ୍ପା ଭିତରେ ପଶି ଜଣେ ଦୁର୍ବୃତ୍ତ ଏହି ଗୁଳିମାଡ଼ କରିଥିବା ସୂଚନା ମିଳିଛି। ଏଥିରେ ୪ଜଣ ମହିଳାଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ହୋଇଛି। ତେବେ ଏହି ଗୁଳିମାଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ଏହି ଘଟଣାରେ ସିସିଟିଭି ଫୁଟେଜ ଆଧାରରେ ଦକ୍ଷିଣ-ପଶ୍ଚିମ ଜର୍ଜିଆରୁ ଜଣେ ୨୧ ବର୍ଷୀୟ ସନ୍ଦିଗ୍ଧ ଯୁବକକୁ ପୁଲିସ ଗିରଫ କରିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular