ଭୁବନେଶ୍ୱରର: କୃଷି ଓଡ଼ିଶା-୨୦୨୧ ଓ ରାଜ୍ୟସ୍ତରୀୟ କୃଷି ପ୍ରଦର୍ଶନୀ ଉଦଯାପିତ । ମାର୍ଚ୍ଚ ୧୫ରୁ ଭୁବନେଶ୍ୱରର ବରମୁଣ୍ଡା ସ୍ଥିତ ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି । ଉଦଯାପିନୀ ଉସôବରେ ମୁଖ୍ୟଅତିଥି ଭାବେ ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶି ଲାଲ, କୃଷି ମନ୍ତ୍ରୀ ଅରୁଣ ସାହୁ, ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଙ୍କ ସହ ବହୁ ବରିଷ୍ଠ ବ୍ୟକ୍ତି ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମ ଶେଷରେ ୬୦ ଜଣ ମହିଳା ଏସ.ଏସ.ଜି ଗ୍ରୁପର ମୁଖ୍ୟଙ୍କୁ ପୁରସ୍କୃତ କରାଯାଇଥିଲା ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0