spot_img

ଦେଶରେ ଦିନକରେ ୪୦ ହଜାର ଉପରେ ସଂକ୍ରମିତ

ଦେଶରେ ପୁଣି ଦିନକରେ ୩୦ରୁ ୪୦ ହଜାର ଉପରେ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଗତ ୨୪ ଘଣ୍ଟାରେ ଦେଶରେ ୪୦ ହଜାର ୭୧୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ସେହିଭଳି ୧୯୯ ଜଣଙ୍କ ମୃତ୍ୟୁ ଘଟିଛି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୨୯ ହଜାର ୭୮୫ ଜଣ ସୁସ୍ଥ ହୋଇଛନ୍ତି ଦେଶରେ ମାର୍ଚ୍ଚ ମାସର ମଧ୍ୟଭାଗ ଠାରୁ ଲାଗାତାର ଭାବେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତଥ୍ୟ ଅନୁଯାୟୀ ବର୍ତ୍ତମାନ ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତ ସଂଖ୍ୟା କୋଟି ୧୬ ଲକ୍ଷ ୮୬ ହଜାର ୭୯୬ରେ ପହଞ୍ଚିଛି ସେମାନଙ୍କ ମଧ୍ୟରୁ ​‌ଏକ​‌ କୋଟି ୧୧ ଲକ୍ଷ ୮୧ ହଜାର ୨୫୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି ଏବଂ ଏକ ଲକ୍ଷ ୬୦ ହଜାର ୧୬୬ ଜଣଙ୍କ ମୃତ୍ୟୁ ହୋଇସାରିଛି ବର୍ତ୍ତମାନ ଦେଶରେ ଲକ୍ଷ ୪୫ ହଜାର ୩୭୭ ଆକ୍ଟିଭ କେସ୍ରହିଛି

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular