spot_img

ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲା..ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ତଦନ୍ତ ଆରମ୍ଭ.

ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲାରେ ପ୍ରର୍ବତ୍ତନ ନିଦେ୍ର୍ଦଶାଳୟ (ଇଡି) ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି । ଏହି ଘଟଣାରେ ଇଡି ପକ୍ଷରୁ ଆଜି ବିଧିବଦ୍ଧ ଭାବରେ ଏକ ମନି ଲଣ୍ଡରିଂ ମାମଲା ଆଗତ ହୋଇଛି । ଏଥିସହ ତଦନ୍ତ ପାଇଁ ସୁଶାନ୍ତଙ୍କ ବାନ୍ଧବୀ ରିୟା ଚକ୍ରବର୍ତ୍ତି ଓ ଅନ୍ୟ ସଂପୃକ୍ତ ପକ୍ଷମାନଙ୍କୁ ତଦନ୍ତ ପରିସରଭୁକ୍ତ କରିଛି । ଏହି ମାମଲାରେ ଖୁବ ଶିଘ୍ର ଇଡି ଏମାନଙ୍କୁ ପଚାରଉଚାର ଆରମ୍ଭ କରିବ ବୋଲି ଜଣାପଡିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular