ବର୍ଷା ଦିନେ ଗ୍ରୀଷ୍ମ ଭଳି ଉତ୍ତାପ ହେଉଥିବାରୁ ସମସ୍ୟା ଉପୁଜୁଛି । ସଠିକ ପରିମାଣର ବର୍ଷା ନ ହେବାରୁ ଚାଷ ଜମିରେ ଚାଷ କରି ହଉନି ଯାହାଦ୍ୱାରା ଚାଷୀ ମୁଣ୍ଡରେ ହାତ ଦେଲେଣି । ବର୍ତ୍ତମାନ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ତେବେ ଅଗଷ୍ଟ ୪ରୁ ପ୍ରବଳ ବର୍ଷିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜିଠାରୁ ଆସନ୍ତା ୫ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ସମ୍ଭାବ୍ୟ ବର୍ଷା ନେଇ ଅଧିକାଂଶ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0