ଭୁବନେଶ୍ବର: ରାଜ୍ୟରେ ଝଡବାତ୍ୟା ଓ ହିଟଓ୍ବେଭ୍ ନେଇ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଝଡବର୍ଷା ଓ ବଜ୍ରପାତ ନେଇ ୬ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତାକାଲି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ମୟୁରଭଞ୍ଜ ଓ ବାଲେଶ୍ବର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ୩୦ ତାରିଖରୁ ଅପ୍ରେଲ ୩ ତାରିଖ ଯାଏଁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ କୁହାଯାଇଛି । ୪ ଜିଲ୍ଲା ହେଲା କୋରାପୁଟ, ଗଜପତି, ଗଞ୍ଜାମ ଓ କନ୍ଧମାଳ । ଝଡବର୍ଷା ଓ ହିଟୱେଭ ବେଳେ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0