spot_img

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର : ବଦଳିପାରେ ମୌସୁମୀ କାରଣ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠୁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ପରିମାଣ ବଢିପାରେ। ୧୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାରେ ୱେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

LEAVE A REPLY

Please enter your comment!
Please enter your name here

- Advertisment -

Most Popular