spot_img

ପିପିଲି ଉପନିର୍ବାଚନ କାଉଣ୍ଟିଂ: ୪ର୍ଥ ରାଉଣ୍ଡ ଶେଷ ସୁଦ୍ଧା ଆଗରେ ରୁଦ୍ର ମହାରଥୀ

କଡ଼ା ସୁରକ୍ଷା ଭିତରେ ପିପିଲି ଉପନିର୍ବାଚନର ଭୋଟ୍ ଗଣତି ଚାଲିଛି । ୪ର୍ଥ ରାଉଣ୍ଡ ଗଣତି ଶେଷ ହୋଇଛି । ୪ର୍ଥ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ୧୬,୯୬୮ ଭୋଟ୍ରେ ଆଗୁଆ ଥିବା ସୂଚନା ମିଳିଛି । ସେହିପରି ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କୁ ୧୧,୮୨୮ ଓ କଂଗ୍ରେସର ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କୁ ୧,୩୮୨ଖଣ୍ଡ ଭୋଟ୍ ମିଳିଥିବା ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular