କଡ଼ା ସୁରକ୍ଷା ଭିତରେ ପିପିଲି ଉପନିର୍ବାଚନର ଭୋଟ୍ ଗଣତି ଚାଲିଛି ।୭ମ ରାଉଣ୍ଡ ଗଣତି ଶେଷ ହୋଇଛି । ୭ମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ୨୭,୫୧୭ ଭୋଟ୍ରେ ଆଗୁଆ ଥିବା ସୂଚନା ମିଳିଛି ।
। ସେହିପରି ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କୁ ୧୯,୮୮୭ ଓ କଂଗ୍ରେସର ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କୁ ୨୦୨୭ ଖଣ୍ଡ ଭୋଟ୍ ମିଳିଥିବା ସୂଚନା ମିଳିଛି ।



Visitors Today : 4
Total Visitors : 130173
Total Views : 9891620
Visitors Online Now : 0