କଡ଼ା ସୁରକ୍ଷା ଭିତରେ ପିପିଲି ଉପନିର୍ବାଚନର ଭୋଟ୍ ଗଣତି ଚାଲିଛି । ୮ମ ରାଉଣ୍ଡ ଗଣତି ଶେଷ ହୋଇଛି । ୮ମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ୩୧,୪୫୭ଭୋଟ୍ରେ ଆଗୁଆ ଥିବା ସୂଚନା ମିଳିଛି ।
। ସେହିପରି ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କୁ ୨୨,୬୦୧ ଓ କଂଗ୍ରେସର ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କୁ ୨୧୨୨ ଖଣ୍ଡ ଭୋଟ୍ ମିଳିଥିବା ସୂଚନା ମିଳିଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0