spot_img

ପିପିଲି ଉପନିର୍ବାଚନ କାଉଣ୍ଟିଂ: ୯ମ ରାଉଣ୍ଡ ଶେଷ ସୁଦ୍ଧା ଆଗରେ ରୁଦ୍ର ମହାରଥୀ

କଡ଼ା ସୁରକ୍ଷା ଭିତରେ ପିପିଲି ଉପନିର୍ବାଚନର ଭୋଟ୍ ଗଣତି ଚାଲିଛି । ୯ମ ରାଉଣ୍ଡ ଗଣତି ଶେଷ ହୋଇଛି । ୯ମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ୩୪,୯୧୩ ଭୋଟ୍ରେ ଆଗୁଆ ଥିବା ସୂଚନା ମିଳିଛି ।
। ସେହିପରି ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କୁ ୨୫,୫୩୧ ଓ କଂଗ୍ରେସର ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କୁ ୨୨୮୧ ଖଣ୍ଡ ଭୋଟ୍ ମିଳିଥିବା ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular