ପାର୍ବଣ ପାଇଁ ଆସନ୍ତା ୧୧ ତାରିଖରୁ ଭୁବନେଶ୍ୱର ଓ କଟକରେ ଲାଗୁ ହେବ ନାଇଟ୍ କର୍ଫ୍ୟୁ । ରାତି ୮ଟାରୁ ସକାଳ ୫ଟା ଯାଏଁ ନାଇଟ୍ କର୍ଫ୍ୟୁ ଜାରି ରହିବ । ଏହି ସମୟରେ ଅମାନିଆ ହେଲେ ଫାଇନ୍ କଟାଯିବ । ଅଧିକ ଅମାନିଆ ହେଲେ ଗିରଫ କରାଯିବ ବୋଲି କହିଛନ୍ତି ପୋଲିସ କମିଶନର । ପୂର୍ବ ପରି ଟ୍ୱିନସିଟିବାସୀଙ୍କ ସହଯୋଗ କାମନା କରିଛନ୍ତି ପୋଲିସ କମିଶନର । ସେହିପରି ଅଭ୍ୟାସଗତ ଅପରାଧୀଙ୍କ ପାଇଁ ସ୍ପେଶାଲ ଡ୍ରାଇଭ୍ ଚାଲିଥିବା ପୋଲିସ କମିଶନର ସୂଚନା ଦେଇଛନ୍ତି ।



Visitors Today : 2
Total Visitors : 130168
Total Views : 9891614
Visitors Online Now : 0