ଥମୁନି ବର୍ଷା। ଆଜି କ୍ରମାଗତ ଭାବେ ତୃତୀୟ ଦିନ ପାଇଁ ଉତ୍ତରାଖଣ୍ଡ ଏବଂ କେରଳରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ପୂର୍ବ ଉତ୍ତରପ୍ରଦେଶରେ ବି ବର୍ଷା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଲଗାଣ ବର୍ଷା ପାଇଁ ଜଳସ୍ତର ବଢ଼ୁଥିବାରୁ କେରଳରେ ଆଜି ଡ୍ୟାମର କବାଟ ଖୋଲାଯିବାକୁ ଥିବା ବେଳେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ନେଇ ରେଡ ଆଲର୍ଟ ଜାରି କରାଯାଇଛି। ଏପର୍ଯ୍ୟନ୍ତ କେରଳରେ ବନ୍ୟା ଓ ବର୍ଷା ଯୋଗୁଁ ମୃତ୍ୟୁ ସଂଖ୍ୟା ୪୧କୁ ବୃଦ୍ଧି ପାଇଛି।



Visitors Today : 2
Total Visitors : 130302
Total Views : 9891805
Visitors Online Now : 1