ଏଥର ରଥଯାତ୍ରାରେ ହାତୀ ଦ୍ୱାରା ରଥ ଟାଣିବା ପାଇଁ ପ୍ରସ୍ତାବ ଦେଇଛନ୍ତି ଶ୍ରୀମନ୍ଦିର ସୁଦ୍ଧ ସୁଆର ନିଯୋଗ । ମେସିନରେ ରଥଟାଣିବା ପ୍ରସ୍ତାବକୁ ବିରୋଧ କରିଛନ୍ତି । ସୁଦ୍ଧ ସୁଆର ନିଯୋଗ ପକ୍ଷରୁ ରଥଟାଣିବା ପାଇଁ ୫୦ଜଣ ସେବାୟତଙ୍କ ତାଲିକା ଶ୍ରୀମନ୍ଦିର ନୀତି ପ୍ରଶାସକଙ୍କୁ ଦିଆଯାଇଛି । ୬୦ବର୍ଷରୁ ଅଧିକ ଓ ୧୮ବର୍ଷରୁ କମ ବୟସର ସେବାୟତଙ୍କୁ ବାଦ ଦିଆଯାଇଛି । ଏହା ପୂର୍ବରୁ ରଥଯାତ୍ରା ନେଇ ହୋଇଥିବା ଜନସ୍ୱାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ମେସିନ କିମ୍ବା ହାତୀ ଲଗାଇ ରଥ ଟାଣିପାର ବୋଲି ମତ ଦେଇଥିଲେ।

ହାଇକୋର୍ଟ ନିର୍ଦ୍ଦେଶ ଅନୁଯାଇବହୁ ସଂଖ୍ୟକ ବ୍ୟକ୍ତିଙ୍କୁ ରଥଟଣାରେ ନିୟୋଜନ କରିବା ବଦଳରେ ଏଥିରେ ମେସିନ କିମ୍ବା ହାତୀ ନିୟୋଜନ ଭଳି ଅନ୍ୟ କୌଣସି ବିକଳ୍ପ ବ୍ୟବସ୍ଥା ସଂପର୍କରେ ସରକାର ବିଚାର କରନ୍ତୁ ବୋଲି ।



Visitors Today : 4
Total Visitors : 130422
Total Views : 9891952
Visitors Online Now : 0