ନୂଆଦିଲ୍ଲୀ : ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି ନିଜେ ଅମିତ ଶାହ । ସେ କହିଛନ୍ତି କରୋନାରେ ପ୍ରାରମ୍ଭିକ ଲକ୍ଷଣ ପ୍ରକାଶ ପାଇବା ପରେ ମୁଁ ପରୀକ୍ଷା କରିଥିଲି ଏବଂ ରିପୋଟ ପଜିଟିଭ ଆସିଛି । ମୋର ସ୍ୱାସ୍ଥ୍ୟ ଭଲ ଅଛି, ଡ଼ାକ୍ତରଙ୍କ ପରାମର୍ଶରେ ମୋତେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏବଂ ଅନୁରୋଧ କରୁଛି ଯେଉଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି ସେମାନେ ନିଜର ସ୍ୱାସ୍ଥ୍ୟ ପରୀକ୍ଷା କରାନ୍ତୁ ।
कोरोना के शुरूआती लक्षण दिखने पर मैंने टेस्ट करवाया और रिपोर्ट पॉजिटिव आई है। मेरी तबीयत ठीक है परन्तु डॉक्टर्स की सलाह पर अस्पताल में भर्ती हो रहा हूँ। मेरा अनुरोध है कि आप में से जो भी लोग गत कुछ दिनों में मेरे संपर्क में आयें हैं, कृपया स्वयं को आइसोलेट कर अपनी जाँच करवाएं।
— Amit Shah (@AmitShah) August 2, 2020



Visitors Today : 1
Total Visitors : 130303
Total Views : 9891806
Visitors Online Now : 0