ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୭୯ରେ ପହଁଚିଛି । ଟିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କ୍ୱାରେଣ୍ଟାଇନରେ ୬୯ଜଣ ଥିବା ବେଳେ ୪୯ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।
Update on newly detected & cured #COVID19 cases in the last 24 hrs under the BMC area on 2nd Aug 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/b6vwf12gtT— BMC (@bmcbbsr) August 2, 2020
ସୂଚନାଯୋଗ୍ୟ, ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୭୯ରେ ପହଁଚିଥିବା ବେଳେ ୧୬୯୧ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୧୮ ଜଣ ପ୍ରାଣ ହରାଇଥିବା ବେଳେ ୧୨୬୮ଟି ସକ୍ରିୟ କେସ୍ ରହିଛି ।



Visitors Today : 1
Total Visitors : 130167
Total Views : 9891612
Visitors Online Now : 1