ବୈପାରୀଗୁଡାରେ ଉଚ୍ଚ ଯୋଗ୍ୟତାଧାରୀ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ଚୁକ୍ତିଭିତ୍ତିରେ କନିଷ୍ଠ ଶିକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି । କିନ୍ତୁ ଆଜିର ଏ ମହଙ୍ଗା ଯୁଗରେ ସ୍ୱଳ୍ପ ଦରମାରେ କାର୍ଯ୍ୟ କରିବା କଷ୍ଟକର ହୋଇ ପଡୁଛି । ସେଥିପାଇଁ ବୈପାରିଗୁଡା ବ୍ଲକ କନିଷ୍ଠ ଶିକ୍ଷକ ସଂଘ ର ସଭାପତି ୬୦ରୁ ଉର୍ଦ୍ଧ୍ବ ଶିକ୍ଷକ ଶିକ୍ଷୟିତ୍ରୀ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ବୈପାରିଗୁଡା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଧିର ଚନ୍ଦ୍ର ରଥ ଙ୍କୁ ଦାବିପତ୍ର ପ୍ରଦାନ କରିବା ସହ ଚେତାବନୀ ମଧ୍ୟ ଦେଇଛନ୍ତି ।ଏହା ପରେ ପରେ ବିଇଓ ଙ୍କ କାର୍ୟ୍ୟାଳୟ ଠାରୁ ଏକ ବିଶାଳ ସଭାଯାତ୍ରା ରେ ବାହାରି ବୈପାରିଗୁଡା ବିଡ଼ିଓ ଅଭିମନ୍ୟୁ କବି ଶତପଥି ଙ୍କୁ ମଧ୍ୟ ଏକ ଦାବିପତ୍ର ପ୍ରଦାନ କରିଛନ୍ତି ।



Visitors Today : 1
Total Visitors : 130423
Total Views : 9891953
Visitors Online Now : 0