ପଦ୍ମଶ୍ରୀ ପୁରସ୍କାର ୨୦୨୦ ଦିଲ୍ଲୀର ରାଷ୍ଟ୍ରିୟ ଭବନରେ ଅନୁଷ୍ଠିତ ହୋଇଛି । ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ବିଭିନ୍ନ କ୍ଷେତ୍ରର ବ୍ୟକ୍ତିତ୍ୱଙ୍କୁ ଏହି ପୁରସ୍କାରରେ ସମ୍ମାନିତ କରିଛନ୍ତି। ଅଭିନେତ୍ରୀ କଙ୍ଗନା ରାନାୱତଙ୍କୁ ପଦ୍ମଶ୍ରୀ ପୁରସ୍କାର ମଧ୍ୟ ପ୍ରଦାନ କରାଯାଇଥିଲା। କଙ୍ଗନା ରାଷ୍ଟ୍ରପତିଙ୍କ ଠାରୁ ଏହି ପୁରସ୍କାର ଗ୍ରହଣ କରିଥିଲେ।କଙ୍ଗନା ସହିତ ତାଙ୍କ ଭଉଣୀ ରଙ୍ଗୋଲି ଚାନ୍ଦେଲ ମଧ୍ୟ ଏହି ଉତ୍ସବରେ ଉପସ୍ଥିତ ଥିଲେ। ଅନ୍ୟପଟେ ଗାୟକ ଅଦନନ୍ ସାମିଙ୍କୁ ମଧ୍ୟ ରାଷ୍ଟ୍ରପତିଙ୍କ ଦ୍ୱାରା ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ଏହି ଉତ୍ସବରେ ଅଦନନ୍ ସାମି ଏକ କଳା ଶେରୱାନି ପିନ୍ଧିଥିଲେ ।



Visitors Today : 1
Total Visitors : 130423
Total Views : 9891953
Visitors Online Now : 0