ଗତବର୍ଷ ଭଳି ଏଥର ବି ହେବନି କଟକର ଐତିହାସିକ ବାଲିଯାତ୍ରା | ଏଥର ବି ହେବନି ବାଲିଯାତ୍ରା । କଟକର ଐତିହାସିକ ବାଲିଯାତ୍ରା ନକରିବାକୁ ନିଷ୍ପତ୍ତି ନେଇଛି ପ୍ରଶାସନ । କୋଭିଡକୁ ଆଖି ଆଗରେ ରଖି ଗତ ବର୍ଷ ଭଳି ଏଥର ମଧ୍ୟ ବାଲିଯାତ୍ରା ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି । ରାଜ୍ୟରେ ଏବେ ସଂକ୍ରମଣ ତଳମୁହାଁ ହୋଇଛି, ହେଲେ ଜନସମାଗମ ବଢିଲେ ଏହା ବୃଦ୍ଧି ପାଇବାର ଆଶଙ୍କା ରହିଛି । ଏପରି ସ୍ଥିତିରେ ବାଲିଯାତ୍ରା ସମ୍ଭବ ନୁହେଁ ବୋଲି କହିଛନ୍ତି କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚଇନି ।



Visitors Today : 6
Total Visitors : 130175
Total Views : 9891622
Visitors Online Now : 0