ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
7. A 75 year old female of Ganjam district who was also suffering from Diabetes & Hypertension.
8. A 55 year old male of Khordha district.
9. A 60 year old female of Ganjam district who was also suffering from Chronic Kidney Disease, Diabetes & Hypertension.
— H & FW Dept Odisha (@HFWOdisha) August 4, 2020
୯ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ଜଣେ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ରହିଛନ୍ତି ।
ଗଞ୍ଜାମ ଜିଲ୍ଲାରେ ମୋଟ ମୃତ୍ୟୁ ସଂଖ୍ୟା ୧୨୧ ଛୁଇଁଥିବା ବେଳେ ପୁରୀରେ ଏହି ସଂଖ୍ୟା ୪, ଖୋର୍ଦ୍ଧାରେ ଜିଲ୍ଲାରେ ୩୦ ଓ ଯାଜପୁର ଜିଲ୍ଲାରେ ୩ରେ ପହଞ୍ଚିଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0