spot_img

ଚଳିତମାସ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର: ରାଜ୍ୟରେ କରୋନା ପାଇଁ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି । ପୂର୍ବରୁ କରୋନା କଟକଣା ମଧ୍ୟରେ ମ୍ୟାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି ।  ସେହିପରି ଚଳିତମାସରେ ଯାଉଛି ଯୁକ୍ତ ଦୁଇ କଳା,ବିଜ୍ଞାନ ଓ ବାଣିଜ୍ୟର ପରୀକ୍ଷା ଫଳ ପ୍ରକାଶ ପାଇବାକୁ ଯାଉଛି । ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଖାତା ଦେଖା ଶେଷ ହୋଇଥିବା ବେଳେ ଟାବୁଲେସନ ପ୍ରକ୍ରିୟା ଜାରି ରହିଛିି । ସେହିପରି ଅଗଷ୍ଟ ଶେଷ ସପ୍ତାହରେ କଳା ପରୀକ୍ଷା ଫଳ ପ୍ରକାଶ ପାଇବ । ଏ ନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular