ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକର ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା ଆନ୍ଧ୍ରପ୍ରଦେଶରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ମୃତ ବ୍ୟକ୍ତି ଦୁଇ ଜଣ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ସିଦ୍ଧିଖଣ୍ଡିର ପବିତ୍ର ବିଶୋଇ ଓ ମୁନା ସ୍ୱାଇଁ ବୋଲି ଜଣାପଡ଼ିଛି। ଦୁର୍ଘଟଣା ଘଟିବା ପରେ ଗାଁରେ ଶୋକର ଛାୟା ଖେଳିଯାଇଛି। କାନ୍ଦବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0