spot_img

ଚଳିତ ମାସ ଶେଷ ସପ୍ତାହରେ ବସିପାରେ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର: ଚଳିତ ମାସ ଶେଷ ସପ୍ତାହରେ ବସିପାରେ ବିଧାନସଭା ମୌସୁମୀ ଅଧିବେଶନ । ଏନେଇ ସୂଚନା ଦେଇଛନ୍ତି ବରିଷ୍ଠ କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସାଲୁଜା । ସେ କହିଛନ୍ତି ଯେ, ଚଳିତ ମାସ ଶେଷ ସପ୍ତାହରେ ବସିପାରେ ବିଧାନସଭା ମୌସୁମୀ ଅଧିବେଶନ । ଏନେଇ ଦୁଇ ଦନ ତଳେ ବାଚସ୍ପତିଙ୍କ ସହ ମୋର ଆଲୋଚନା ହୋଇଥିଲା । ବାଚସ୍ପତି ଖୁବଶୀଘ୍ର ବିଧାନସଭା ଅଧିବେଶନ ଡ଼ାକିବେ ବୋଲି କହିଥିଲେ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular