spot_img

ରାଜଧାନୀରୁ ଆଉ ୧୦୧ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆହୁରି ୧୦୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରେ କ୍ୱାରେଣ୍ଟାଇନରୁ ୫୨ ଜଣ ଥିବା ବେଳେ ୪୯ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ସେହିପରି ୧୦୬ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି ।

ଏବେସୁଦ୍ଧା ରାଜଧାନୀରୁ ମୋଟ୍ ୩୫୭୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି । ଏହାମଧ୍ୟରୁ ୨୨୫୭ଜଣ ଆରୋଗ୍ୟ ଲାଭ କରିଥିବା ବେଳେ ୧୮ଜଣ ପ୍ରାଣ ହରାଇଛନ୍ତି । ସେହିପରି ୧୨୯୬ଟି ସକ୍ରିୟ କେସ୍ ରହିଛି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular